ଆୟୁବ 9

ସେ ମୋʼ ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;

Job 9:34 (UKJV) Let him take his rod away from me, and let not his fear terrify me:

32କାରଣ ସେ ମୋʼ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାର ସ୍ଥାନକୁ ଆସିବା।

33ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ।

34ସେ ମୋʼ ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;

35ତେବେ ମୁଁ ତାହାଙ୍କୁ ଭୟ ନ କରି କଥା କହିବି; କାରଣ ମୁଁ ନିଜେ ସେହିପରି ନୁହେଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.