ଯୋହନ 14

କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥିନିମନ୍ତେ ଏପରି ଘଟୁଅଛି। ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ।”

John 14:31 (UKJV) But that the world may know that I love the Father; and as the Father gave me commandment, even so I do. Arise, let us go behind.

29ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ୱାସ କରିବ, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି।

30ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋʼ ଠାରେ ତାହାର କିଛି ହିଁ ନାହିଁ;

31କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥିନିମନ୍ତେ ଏପରି ଘଟୁଅଛି। ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.