ଯୋହନ 4

ଯିହୂଦିୟା ପ୍ରଦେଶରୁ ପୁର୍ନବାର ଗାଲିଲୀ ପ୍ରଦେଶକୁ ଆସି ଯୀଶୁ ଏହି ଦ୍ୱିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ।

John 4:54 (UKJV) This is again the second miracle that Jesus did, when he was come out of Judaea into Galilee.

52ତେଣୁ କେଉଁ ଦଣ୍ଡରେ ତାହାର ସୁସ୍ଥତା ହେଲା, ତାହା ସେ ସେମାନଙ୍କୁ ପଚାରିଲେ। ସେଥିରେ ସେମାନେ ତାହାଙ୍କୁ କହିଲେ, କାଲି ଅପରାହ୍ନ ପ୍ରାୟ ଗୋଟାଏ ବେଳେ ତାହାକୁ ଜ୍ୱର ଛାଡ଼ିଗଲା।

53ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ଡରେ “ତୁମ୍ଭର ପୁତ୍ର ବଞ୍ଚିଲାଣି” ବୋଲି ତାହାଙ୍କୁ କହିଥିଲେ, ଠିକ୍ ସେହି ସମୟରେ ଏହା ଘଟିଥିଲା। ଆଉ, ସେ ଆପେ ଓ ତାହାଙ୍କ ସମସ୍ତ ପରିବାର ବିଶ୍ୱାସ କଲେ।

54ଯିହୂଦିୟା ପ୍ରଦେଶରୁ ପୁର୍ନବାର ଗାଲିଲୀ ପ୍ରଦେଶକୁ ଆସି ଯୀଶୁ ଏହି ଦ୍ୱିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.