45ମୁଁ ଯେ ପିତାଙ୍କ ଛାମୁରେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବି, ଏହା ମନେ କର ନାହିଁ; ଯେଉଁ ମୋଶାଙ୍କଠାରେ ତୁମ୍ଭେମାନେ ଭରସା ରଖିଅଛ, ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁଅଛନ୍ତି।
46କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ୱାସ କରିଥାଆନ୍ତ, ତେବେ ମୋତେ ବିଶ୍ୱାସ କରିଥାଆନ୍ତ, ଯେଣୁ ସେ ମୋʼ ବିଷୟରେ ଲେଖିଅଛନ୍ତି।
47କିନ୍ତୁ ତୁମ୍ଭେମାନେ ଯଦି ତାହାଙ୍କ ଲିଖିତ ବାକ୍ୟ ବିଶ୍ୱାସ କରୁ ନାହଁ, ତେବେ କିପରି ମୋହର ବାକ୍ୟ ବିଶ୍ୱାସ କରିବ?”