41ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବୀୟୋନ୍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।
42ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
43ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ଫେରି ଆସିଲେ।