ଯିହୋଶୂୟ 12

ଶିମ୍ରୋଣମରୋଣର ରାଜା, ଏକ; ଅକ୍‍ଷଫର ରାଜା, ଏକ;

Joshua 12:20 (UKJV) The king of Shimronmeron, one; the king of Achshaph, one;

18ଅଫେକର ରାଜା, ଏକ; ଲାଶାରୋଣର ରାଜା, ଏକ;

19ମାଦୋନର ରାଜା, ଏକ; ହାସୋରର ରାଜା, ଏକ;

20ଶିମ୍ରୋଣମରୋଣର ରାଜା, ଏକ; ଅକ୍‍ଷଫର ରାଜା, ଏକ;

21ତାନକ୍‍ର ରାଜା, ଏକ; ମଗିଦ୍ଦୋର ରାଜା, ଏକ;

22କେଦଶର ରାଜା, ଏକ; କର୍ମିଲସ୍ଥ ଯଗ୍ନିୟାମର ରାଜା, ଏକ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.