17ହିଷ୍ବୋନ ଓ ସମଭୂମିସ୍ଥିତ ଦୀବୋନ୍ ଓ ବାମତ୍ବାଲ ଓ ବେଥ୍-ବାଲ-ମିୟୋନ,
18ଯହସ ଓ କଦେମୋତ୍ ଓ ମେଫାତ୍
19ଓ କିରୀୟାଥୟିମ୍ ଓ ସିବ୍ମା ଓ ତଳଭୂମିର ପର୍ବତସ୍ଥ ସେରତ୍ ସହର
20ଓ ବେଥ୍-ପିୟୋର ଓ ଅସଦୋତ୍-ପିସ୍ଗା ଓ ବେଥ୍-ଯିଶିମୋତ, ତହିଁର ଏହି ସମସ୍ତ ନଗର।
21ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍ ଓ ସୂର୍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।