ଯିହୋଶୂୟ 15

ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ୱସ୍ଥ ସୀନ୍‍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା।

Joshua 15:1 (UKJV) This then was the lot of the tribe of the children of Judah by their families; even to the border of Edom the wilderness of Zin southward was the uttermost part of the south coast.

1ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ୱସ୍ଥ ସୀନ୍‍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା।

2ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍‍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ

3ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟି ଦେଇ ସୀନ୍‍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.