ଯିହୋଶୂୟ 15

ଓ ସାନୋହ ଓ ଐନ୍‍-ଗନ୍ନୀମ୍‍ ଓ ତପୂହ ଓ ଐନମ୍;

Joshua 15:34 (UKJV) And Zanoah, and Engannim, Tappuah, and Enam,

32ଓ ଲବାୟୋତ୍‍ ଓ ଶିଲହୀମ୍‍ ଓ ଐନ୍‍ ଓ ରିମ୍ମୋନ୍‍; ଗ୍ରାମ ସମେତ ସର୍ବସୁଦ୍ଧା ଅଣତିରିଶ ନଗର।

33ତଳଭୂମିରେ ଇଷ୍ଟାୟୋଲ ଓ ସରାୟ ଓ ଅସ୍‍ନା

34ଓ ସାନୋହ ଓ ଐନ୍‍-ଗନ୍ନୀମ୍‍ ଓ ତପୂହ ଓ ଐନମ୍;

35ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା

36ଓ ଶାରୟିମ୍‍ ଓ ଅଦୀଥୟିମ୍‍ ଓ ଗଦେରା ଓ ଗଦେରୋଥୟିମ୍‍; ଗ୍ରାମ ସମେତ ଏହି ଚଉଦ ନଗର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.