60କିରୀୟଥ୍-ବାଲ (ଏହାକୁ କିରୀୟଥ୍-ଯିୟାରୀମ୍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର।
61ପ୍ରାନ୍ତରରେ ବେଥ୍-ଅରାବା, ମିଦ୍ଦୀନ୍ ଓ ସକାଖା
62ଓ ନିବ୍ଶନ୍ ଓ ଲବଣ ନଗର ଓ ଐନଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର।
63ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି।