26ଓ ମିସ୍ପେ ଓ କଫୀରା ଓ ମୋତ୍ସା
27ଓ ରେକମ ଓ ଯିର୍ପେଲ ଓ ତରଲା
28ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ୍; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଏହି ଅଧିକାର।
ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ୍; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଏହି ଅଧିକାର।
Joshua 18:28 (UKJV) And Zelah, Eleph, and Jebusi, which is Jerusalem, Gibeath, and Kirjath; fourteen cities with their villages. This is the inheritance of the children of Benjamin according to their families.
26ଓ ମିସ୍ପେ ଓ କଫୀରା ଓ ମୋତ୍ସା
27ଓ ରେକମ ଓ ଯିର୍ପେଲ ଓ ତରଲା
28ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ୍; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଏହି ଅଧିକାର।
Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.