ଯିହୋଶୂୟ 19

ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା।

Joshua 19:1 (UKJV) And the second lot came forth to Simeon, even for the tribe of the children of Simeon according to their families: and their inheritance was within the inheritance of the children of Judah.

1ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା।

2ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେର୍‍ଶେବା ବା ଶେବଃ ଓ ମୋଲାଦା

3ଓ ହତ୍‍ସର-ଶୁୟାଲ୍‍ ଓ ବାଲା ଓ ଏତ୍ସମ୍‍

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.