1ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା।
2ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେର୍ଶେବା ବା ଶେବଃ ଓ ମୋଲାଦା
3ଓ ହତ୍ସର-ଶୁୟାଲ୍ ଓ ବାଲା ଓ ଏତ୍ସମ୍
4ଓ ଇଲତୋଲଦ୍ ଓ ବଥୁଲ ଓ ହର୍ମା