ଯିହୋଶୂୟ 19

ଓ କେଦଶ ଓ ଇଦ୍ରିୟୀ ଓ ଐନ-ହାସୋର

Joshua 19:37 (UKJV) And Kedesh, and Edrei, and Enhazor,

35ପୁଣି ସବୀମ ଓ ସେର ଓ ହମ୍ମତ୍‍, ରକ୍କତ୍‍ ଓ କିନ୍ନେରତ୍‍

36ଓ ଆଦାମା ଓ ରାମା ଓ ହାସୋର

37ଓ କେଦଶ ଓ ଇଦ୍ରିୟୀ ଓ ଐନ-ହାସୋର

38ଓ ଯିରୋଣ ଓ ମିଗ୍‍ଦଲେଲ ଓ ହୋରେମ୍‍ ଓ ବେଥ୍-ଆନାତ୍ ଓ ବେଥ୍-ଶେମଶ; ଏହିସବୁ ପ୍ରାଚୀର-ବେଷ୍ଟିତ ନଗର ଥିଲା; ଗ୍ରାମ ସମେତ ଊଣେଇଶ ନଗର।

39ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.