36ଓ ଆଦାମା ଓ ରାମା ଓ ହାସୋର
37ଓ କେଦଶ ଓ ଇଦ୍ରିୟୀ ଓ ଐନ-ହାସୋର
38ଓ ଯିରୋଣ ଓ ମିଗ୍ଦଲେଲ ଓ ହୋରେମ୍ ଓ ବେଥ୍-ଆନାତ୍ ଓ ବେଥ୍-ଶେମଶ; ଏହିସବୁ ପ୍ରାଚୀର-ବେଷ୍ଟିତ ନଗର ଥିଲା; ଗ୍ରାମ ସମେତ ଊଣେଇଶ ନଗର।
39ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର।
40ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା।