44ଓ ଇଲତ୍କୀ ଓ ଗିବ୍ବଥୋନ ଓ ବାଲତ୍
45ଓ ଯିହୂଦ୍ ଓ ବନେବରକ୍ ଓ ଗାଥ୍-ରିମ୍ମୋନ
46ଓ ମେୟକୋନ୍ ଓ ରକ୍କୋନ ଓ ଯାଫୋର ସମ୍ମୁଖସ୍ଥ ଅଞ୍ଚଳ।
47ମାତ୍ର ଦାନ୍-ସନ୍ତାନଗଣର ସୀମା ସେହି ସବୁ ସ୍ଥାନ ପାର ହୋଇଗଲା, କାରଣ ଦାନ୍-ସନ୍ତାନଗଣ ଲେଶମ ନଗର ପ୍ରତିକୂଳରେ ଯାଇ ଯୁଦ୍ଧ କଲେ, ତାହା ହସ୍ତଗତ କରି ଖଡ୍ଗଧାରରେ ଆଘାତ କରି ତାହା ଅଧିକାର କଲେ ଓ ତହିଁ ମଧ୍ୟରେ ବାସ କରି ଆପଣାମାନଙ୍କ ପୂର୍ବପୁରୁଷ ଦାନ୍ର ନାମାନୁସାରେ ଲେଶମର ନାମ ଦାନ୍ ରଖିଲେ।
48ଆପଣା ଆପଣା ବଂଶାନୁସାରେ ଦାନ୍-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା,