ଯିହୋଶୂୟ 19

ମାତ୍ର ଦାନ୍-ସନ୍ତାନଗଣର ସୀମା ସେହି ସବୁ ସ୍ଥାନ ପାର ହୋଇଗଲା, କାରଣ ଦାନ୍-ସନ୍ତାନଗଣ ଲେଶମ ନଗର ପ୍ରତିକୂଳରେ ଯାଇ ଯୁଦ୍ଧ କଲେ, ତାହା ହସ୍ତଗତ କରି ଖଡ୍ଗଧାରରେ ଆଘାତ କରି ତାହା ଅଧିକାର କଲେ ଓ ତହିଁ ମଧ୍ୟରେ ବାସ କରି ଆପଣାମାନଙ୍କ ପୂର୍ବପୁରୁଷ ଦାନ୍‍ର ନାମାନୁସାରେ ଲେଶମର ନାମ ଦାନ୍ ରଖିଲେ।

Joshua 19:47 (UKJV) And the coast of the children of Dan went out too little for them: therefore the children of Dan went up to fight against Leshem, and took it, and stroke it with the edge of the sword, and possessed it, and dwelt therein, and called Leshem, Dan, after the name of Dan their father.

45ଓ ଯିହୂଦ୍‍ ଓ ବନେବରକ୍‍ ଓ ଗାଥ୍‍-ରିମ୍ମୋନ

46ଓ ମେୟକୋନ୍‍ ଓ ରକ୍କୋନ ଓ ଯାଫୋର ସମ୍ମୁଖସ୍ଥ ଅଞ୍ଚଳ।

47ମାତ୍ର ଦାନ୍-ସନ୍ତାନଗଣର ସୀମା ସେହି ସବୁ ସ୍ଥାନ ପାର ହୋଇଗଲା, କାରଣ ଦାନ୍-ସନ୍ତାନଗଣ ଲେଶମ ନଗର ପ୍ରତିକୂଳରେ ଯାଇ ଯୁଦ୍ଧ କଲେ, ତାହା ହସ୍ତଗତ କରି ଖଡ୍ଗଧାରରେ ଆଘାତ କରି ତାହା ଅଧିକାର କଲେ ଓ ତହିଁ ମଧ୍ୟରେ ବାସ କରି ଆପଣାମାନଙ୍କ ପୂର୍ବପୁରୁଷ ଦାନ୍‍ର ନାମାନୁସାରେ ଲେଶମର ନାମ ଦାନ୍ ରଖିଲେ।

48ଆପଣା ଆପଣା ବଂଶାନୁସାରେ ଦାନ୍-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା,

49ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.