ଯିହୋଶୂୟ 21

ପୁଣି ଦାନ୍ ବଂଶରୁ ଇଲତ୍‍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି,

Joshua 21:23 (UKJV) And out of the tribe of Dan, Eltekeh with her suburbs, Gibbethon with her suburbs,

21ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ-ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,

22କିବ୍‍ସୟିମ୍‍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।

23ପୁଣି ଦାନ୍ ବଂଶରୁ ଇଲତ୍‍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି,

24ଅୟାଲୋନ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।

25ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.