ଯିହୋଶୂୟ 21

ଅୟାଲୋନ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।

Joshua 21:24 (UKJV) Aijalon with her suburbs, Gathrimmon with her suburbs; four cities.

22କିବ୍‍ସୟିମ୍‍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।

23ପୁଣି ଦାନ୍ ବଂଶରୁ ଇଲତ୍‍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି,

24ଅୟାଲୋନ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।

25ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।

26କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.