ଯିହୋଶୂୟ 7

ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍‍ ଉପତ୍ୟକା ବୋଲି ଖ୍ୟାତ ଅଛି।

Joshua 7:26 (UKJV) And they raised over him a great heap of stones unto this day. So the LORD turned from the fierceness of his anger. Wherefore the name of that place was called, The valley of Achor, unto this day.

24ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍‍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ଡା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ବୁ, ସର୍ବସ୍ୱ ନେଇ ଆଖୋର୍‍ ଉପତ୍ୟକାକୁ ଆଣିଲେ।

25ପୁଣି ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ।” ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ।

26ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍‍ ଉପତ୍ୟକା ବୋଲି ଖ୍ୟାତ ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.