ଯିହୂଦା 1

ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ବର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍‍।

Jude 1:25 (UKJV) To the only wise God our Saviour, be glory and majesty, dominion and power, both now and ever. Amen.

23ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର।

24ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,

25ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ବର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.