ବିଚାରକର୍ତ୍ତା 1

ମାତ୍ର ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନ୍‍ରେ ଓ ଶାଲବୀମ୍‍ରେ ବାସ କରିବାକୁ ମନସ୍ଥ କଲେ; ତଥାପି ଯୋଷେଫ-ବଂଶର ହସ୍ତ ପ୍ରବଳ ହୁଅନ୍ତେ, ସେମାନେ ବେଠିକର୍ମ କଲେ।

Judges 1:35 (UKJV) But the Amorites would dwell in mount Heres in Aijalon, and in Shaalbim: yet the hand of the house of Joseph prevailed, so that they became tributaries.

33ନପ୍ତାଲି ବେଥ୍-ଶେମଶ କି ବେଥ୍ନାତ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ମାତ୍ର ସେ ସେହି ଦେଶ ନିବାସୀ କିଣାନୀୟମାନଙ୍କ ମଧ୍ୟରେ ବାସ କଲା, ତଥାପି ବେଥ୍-ଶେମଶ ଓ ବେଥ୍-ଆନାତ୍ ନିବାସୀମାନେ ସେମାନଙ୍କର ବେଠିକର୍ମ କଲେ।

34ଆଉ ଇମୋରୀୟମାନେ ଦାନ୍-ସନ୍ତାନଗଣକୁ ପର୍ବତମୟ ଦେଶରେ ରହିବାକୁ ବାଧ୍ୟ କଲେ; ଆଉ ତଳିଭୂମିକି ସେମାନଙ୍କୁ ଆସିବାକୁ ଦେଲେ ନାହିଁ।

35ମାତ୍ର ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନ୍‍ରେ ଓ ଶାଲବୀମ୍‍ରେ ବାସ କରିବାକୁ ମନସ୍ଥ କଲେ; ତଥାପି ଯୋଷେଫ-ବଂଶର ହସ୍ତ ପ୍ରବଳ ହୁଅନ୍ତେ, ସେମାନେ ବେଠିକର୍ମ କଲେ।

36ପୁଣି ଅକ୍ରବ୍ବୀମ-ଘାଟୀ ଶୈଳଠାରୁ ଆଗକୁ ଇମୋରୀୟମାନଙ୍କ ସୀମା ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.