ବିଚାରକର୍ତ୍ତା 12

ଏଥିଉତ୍ତାରେ ଇବ୍‍ସନ୍‍ ମଲେ ଓ ବେଥଲିହିମରେ କବର ପାଇଲେ।

Judges 12:10 (UKJV) Then died Ibzan, and was buried at Bethlehem.

8ତାହା ଉତ୍ତାରେ ବେଥଲିହିମର ଇବ୍‍ସନ୍‍ ଇସ୍ରାଏଲର ବିଚାର କଲେ।

9ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ। ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ।

10ଏଥିଉତ୍ତାରେ ଇବ୍‍ସନ୍‍ ମଲେ ଓ ବେଥଲିହିମରେ କବର ପାଇଲେ।

11ତାହା ଉତ୍ତାରେ ସବୂଲୂନୀୟ ଏଲୋନ୍‍ ଇସ୍ରାଏଲର ବିଚାର କଲେ ଓ ସେ ଦଶ ବର୍ଷ ଇସ୍ରାଏଲର ବିଚାର କଲେ।

12ଏଥିଉତ୍ତାରେ ସବୂଲୂନୀୟ ଏଲୋନ୍‍ ମଲେ ଓ ସବୂଲୂନ ଦେଶସ୍ଥ ଅୟାଲୋନ୍‍ରେ କବର ପାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.