12ଏଥିଉତ୍ତାରେ ସବୂଲୂନୀୟ ଏଲୋନ୍ ମଲେ ଓ ସବୂଲୂନ ଦେଶସ୍ଥ ଅୟାଲୋନ୍ରେ କବର ପାଇଲେ।
13ତାହା ଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ଇସ୍ରାଏଲର ବିଚାର କଲେ।
14ଆଉ ତାହାର ଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ।
15ଏଥିଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ।