ବିଚାରକର୍ତ୍ତା 12

ଏଥିଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍‍ଦୋନ୍‍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ।

Judges 12:15 (UKJV) And Abdon the son of Hillel the Pirathonite died, and was buried in Pirathon in the land of Ephraim, in the mount of the Amalekites.

13ତାହା ଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍‍ଦୋନ୍‍ ଇସ୍ରାଏଲର ବିଚାର କଲେ।

14ଆଉ ତାହାର ଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ।

15ଏଥିଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍‍ଦୋନ୍‍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.