ବିଚାରକର୍ତ୍ତା 13

ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍‍ଶୋନ୍‍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।

Judges 13:24 (UKJV) And the woman bare a son, and called his name Samson: and the child grew, and the LORD blessed him.

22ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।”

23ମାତ୍ର ତାହାର ଭାର୍ଯ୍ୟା ତାହାକୁ କହିଲା, “ଯେବେ ଆମ୍ଭମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥାଆନ୍ତା, ତେବେ ସେ ଆମ୍ଭମାନଙ୍କ ହସ୍ତରୁ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଗ୍ରହଣ କରି ନ ଥାଆନ୍ତେ, ଅବା ସେ ଏସବୁ ବିଷୟ ଆମ୍ଭମାନଙ୍କୁ ଦେଖାଇ ନ ଥାଆନ୍ତେ, କିଅବା ଏସମୟରେ ଏପରି କଥା ଶୁଣାଇ ନ ଥାଆନ୍ତେ।”

24ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍‍ଶୋନ୍‍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।

25ପୁଣି ସଦାପ୍ରଭୁଙ୍କ ଆତ୍ମା ସରାୟ ଓ ଇଷ୍ଟାୟୋଲ ମଧ୍ୟବର୍ତ୍ତୀ ମହନୀ-ଦାନରେ ତାହାକୁ ଚଳାଇବାକୁ ଲାଗିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.