ବିଚାରକର୍ତ୍ତା 9

ପୁଣି ପରମେଶ୍ୱର ଶିଖିମ ନିବାସୀ ଲୋକମାନଙ୍କୁ ସମସ୍ତ ଦୁଷ୍କର୍ମର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇଲେ ଓ ଯିରୁବ୍ବାଲ୍‌ଙ୍କ ପୁତ୍ର ଯୋଥମ୍‍ର ଅଭିଶାପ ସେମାନଙ୍କ ଉପରେ ଫଳିଲା।

Judges 9:57 (UKJV) And all the evil of the men of Shechem did God render upon their heads: and upon them came the curse of Jotham the son of Jerubbaal.

55ତହିଁରେ ଇସ୍ରାଏଲ ଲୋକମାନେ ଅବୀମେଲକ୍‍ର ମରଣ ଦେଖି ପ୍ରତ୍ୟେକେ ଆପଣା ଆପଣା ସ୍ଥାନକୁ ଚାଲିଗଲେ।

56ଏହିରୂପେ ଅବୀମେଲକ୍‍ ଆପଣାର ସତୁରି ଭାଇଙ୍କୁ ବଧ କରି ଆପଣା ପିତା ବିରୁଦ୍ଧରେ ଯେଉଁ ଦୁଷ୍କର୍ମ କରିଥିଲା, ପରମେଶ୍ୱର ତହିଁର ପ୍ରତିଫଳ ତାହାକୁ ଦେଲେ;

57ପୁଣି ପରମେଶ୍ୱର ଶିଖିମ ନିବାସୀ ଲୋକମାନଙ୍କୁ ସମସ୍ତ ଦୁଷ୍କର୍ମର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇଲେ ଓ ଯିରୁବ୍ବାଲ୍‌ଙ୍କ ପୁତ୍ର ଯୋଥମ୍‍ର ଅଭିଶାପ ସେମାନଙ୍କ ଉପରେ ଫଳିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.