ଲେବୀୟ ପୁସ୍ତକ 1

ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।

Leviticus 1:17 (UKJV) And he shall cleave it with the wings thereof, but shall not divide it asunder: and the priest shall burn it upon the altar, upon the wood that is upon the fire: it is a burnt sacrifice, an offering made by fire, of a sweet savour unto the LORD.

15ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।

16ଏଥିଉତ୍ତାରେ ସେ ତାହାର ମଳ ସହିତ ଗଳା ଥଳୀ ଘେନି ବେଦିର ପୂର୍ବପାର୍ଶ୍ଵସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ।

17ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.