ଲେବୀୟ ପୁସ୍ତକ 14

ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Leviticus 14:33 (UKJV) And the LORD spoke unto Moses and unto Aaron, saying,

31ଅର୍ଥାତ୍‍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।

32ଯେଉଁ କୁଷ୍ଠରୋଗର ଘାʼଯୁକ୍ତ ଲୋକ ଆପଣାର ଶୁଚିକାର୍ଯ୍ୟ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା।”

33ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

34“ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ;

35ତେବେ ସେହି ଗୃହସ୍ୱାମୀ ଯାଜକ ନିକଟକୁ ଆସି କହିବ, ଯଥା, ‘ମୋʼ ଗୃହରେ ଦାଗ ଥିଲା ପରି ମୋତେ ଦେଖାଯାଉଅଛି;’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.