ଲେବୀୟ ପୁସ୍ତକ 18

ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହି ସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Leviticus 18:30 (UKJV) Therefore shall all of you keep mine ordinance, that all of you commit not any one of these abominable customs, which were committed before you, and that all of you defile not yourselves therein: I am the LORD your God.

28ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ।

29ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।

30ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହି ସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.