ଲେବୀୟ ପୁସ୍ତକ 4

ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Leviticus 4:35 (UKJV) And he shall take away all the fat thereof, as the fat of the lamb is taken away from the sacrifice of the peace offerings; and the priest shall burn them upon the altar, according to the offerings made by fire unto the LORD: and the priest shall make an atonement for his sin that he has committed, and it shall be forgiven him.

33ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ।

34ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।

35ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.