ଲୂକ 1

ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି।

Luke 1:2 (UKJV) Even as they delivered them unto us, which from the beginning were eyewitnesses, and ministers of the word;

1ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ,

2ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି।

3ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ୍ ମନେ କଲି,

4ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେସବୁର ନିଶ୍ଚୟତା ଜାଣି ପାରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.