ଲୂକ 1

ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ।

Luke 1:45 (UKJV) And blessed is she that believed: for there shall be a performance of those things which were told her from the Lord.

43ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା?

44କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋʼ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା।

45ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ।

46ଏଥିରେ ମରୀୟମ କହିଲେ, “ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି,

47ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.