ଲୂକ 1

ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି;

Luke 1:47 (UKJV) And my spirit has rejoiced in God my Saviour.

45ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ।

46ଏଥିରେ ମରୀୟମ କହିଲେ, “ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି,

47ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି;

48କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି। ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ,

49କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.