33ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।”
34“ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ୱାଦ ଦିଏ ନାହିଁ, ତେବେ ତାହା କାହିଁରେ ସ୍ୱାଦଯୁକ୍ତ କରାଯିବ?
35ତାହା ଭୂମି କିମ୍ବା ଖତଗଦା ନିମନ୍ତେ ଯୋଗ୍ୟ ନୁହେଁ; ଲୋକେ ତାହା ବାହାରେ ଫୋପାଡ଼ି ଦିଅନ୍ତି। ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”