ଲୂକ 2

କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,

Luke 2:30 (UKJV) For mine eyes have seen your salvation,

28ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ବରଙ୍କ ପ୍ରଶଂସା କରି କହିଲେ,

29“ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ;

30କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,

31ଯାହା ତୁମ୍ଭେ ସମସ୍ତ ଲୋକମାନଙ୍କ ସମ୍ମୁଖରେ ପ୍ରସ୍ତୁତ କରି,

32ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.