ଲୂକ 2

ଯାହା ତୁମ୍ଭେ ସମସ୍ତ ଲୋକମାନଙ୍କ ସମ୍ମୁଖରେ ପ୍ରସ୍ତୁତ କରି,

Luke 2:31 (UKJV) Which you have prepared before the face of all people;

29“ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ;

30କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,

31ଯାହା ତୁମ୍ଭେ ସମସ୍ତ ଲୋକମାନଙ୍କ ସମ୍ମୁଖରେ ପ୍ରସ୍ତୁତ କରି,

32ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।”

33ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.