ଲୂକ 2

ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ।

Luke 2:33 (UKJV) And Joseph and his mother marvelled at those things which were spoken of him.

31ଯାହା ତୁମ୍ଭେ ସମସ୍ତ ଲୋକମାନଙ୍କ ସମ୍ମୁଖରେ ପ୍ରସ୍ତୁତ କରି,

32ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।”

33ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ।

34ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,

35ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍‌‌ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.