29ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
30ପରେ ଦ୍ୱିତୀୟଟି ଓ ତୃତୀୟଟି ତାହାକୁ ଗ୍ରହଣ କଲେ;
31ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ।
32ଶେଷରେ ସ୍ତ୍ରୀଟି ମଧ୍ୟ ମଲା।
33ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ।