35କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ।
36କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”
37ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ପୁଣି, ପ୍ରତି ରାତ୍ରି ବାହାରିଯାଇ ଜୀତପର୍ବତରେ ରହୁଥିଲେ।
38ଆଉ ସମସ୍ତ ଲୋକ ମନ୍ଦିରରେ ଯୀଶୁଙ୍କର ଶିକ୍ଷା ଶୁଣିବା ନିମନ୍ତେ ଅତି ସକାଳୁ ତାହାଙ୍କ ନିକଟକୁ ଆସୁଥିଲେ।