ଲୂକ 22

ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ,

Luke 22:63 (UKJV) And the men that held Jesus mocked him, and stroke him.

61ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ “ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,

62ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।

63ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ,

64ପୁଣି, ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁ ପରା ଭାବବାଦୀ! କହ ତ କିଏ ତୋତେ ମାଇଲା?

65ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.