26ନଗୟ ମହଥଙ୍କ ପୁତ୍ର, ମହଥ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଶିମୟୀଙ୍କ ପୁତ୍ର, ଶିମୟୀ ଯୋସେଖଙ୍କ ପୁତ୍ର, ଯୋସେଖ ଯୋଦାଙ୍କ ପୁତ୍ର,
27ଯୋଦା ଯୋହନଙ୍କ ପୁତ୍ର, ଯୋହନ ରେଷାଙ୍କ ପୁତ୍ର, ରେଷା ଜିରୁବାବିଲଙ୍କ ପୁତ୍ର, ଜିରୁବାବିଲ ଶଲ୍ଟୀୟେଲ୍ଙ୍କ ପୁତ୍ର, ଶଲ୍ଟୀୟେଲ୍ ନେରୀଙ୍କ ପୁତ୍ର,
28ନେରୀ ମଲ୍ଖୀଙ୍କ ପୁତ୍ର, ମଲ୍ଖୀ ଅଦ୍ଦୀଙ୍କ ପୁତ୍ର, ଅଦ୍ଦୀ କୋସାମଙ୍କ ପୁତ୍ର, କୋସାମ ଏଲ୍ମଦାନଙ୍କ ପୁତ୍ର, ଏଲ୍ମଦାନ ଏରଙ୍କ ପୁତ୍ର,
29ଏର ଯିହୋଶୂୟଙ୍କ ପୁତ୍ର, ଯିହୋଶୂୟ ଏଲୀୟାଜରଙ୍କ ପୁତ୍ର, ଏଲୀୟାଜର ଯୋରୀମଙ୍କ ପୁତ୍ର, ଯୋରୀମ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର,
30ଲେବୀ ଶିମିୟୋନଙ୍କ ପୁତ୍ର, ଶିମିୟୋନ ଯିହୂଦାଙ୍କ ପୁତ୍ର, ଯିହୂଦା ଯୋଷେଫଙ୍କ ପୁତ୍ର, ଯୋଷେଫ ଯୋନାମଙ୍କ ପୁତ୍ର, ଯୋନାମ ଏଲୀୟାକୀମଙ୍କ ପୁତ୍ର,