32ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର,
33ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହିଷ୍ରୋଣଙ୍କ ପୁତ୍ର, ହିଷ୍ରୋଣ ପେରସଙ୍କ ପୁତ୍ର, ପେରସ ଯିହୂଦାଙ୍କ ପୁତ୍ର,
34ଯିହୂଦା ଯାକୁବଙ୍କ ପୁତ୍ର, ଯାକୁବ ଇସ୍ହାକଙ୍କ ପୁତ୍ର, ଇସ୍ହାକ ଅବ୍ରହାମଙ୍କ ପୁତ୍ର, ଅବ୍ରହାମ ତେରହଙ୍କ ପୁତ୍ର, ତେରହ ନାହୋରଙ୍କ ପୁତ୍ର,
35ନାହୋର ସରୁଗଙ୍କ ପୁତ୍ର, ସରୁଗ ରଗୁଙ୍କ ପୁତ୍ର, ରଗୁ ଫେଲଗଙ୍କ ପୁତ୍ର, ଫେଲଗ ଏବରଙ୍କ ପୁତ୍ର, ଏବର ଶେଲହଙ୍କ ପୁତ୍ର,
36ଶେଲହ କେନାନଙ୍କ ପୁତ୍ର, କେନାନ ଅର୍ଫକ୍ଷଦଙ୍କ ପୁତ୍ର, ଅର୍ଫକ୍ଷଦ ଶେମଙ୍କ ପୁତ୍ର, ଶେମ ନୋହଙ୍କ ପୁତ୍ର, ନୋହ ଲେମଖଙ୍କ ପୁତ୍ର,