ଲୂକ 7

ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ।”

Luke 7:47 (UKJV) Wherefore I say unto you, Her sins, which are many, are forgiven; for she loved much: but to whom little is forgiven, the same loves little.

45ତୁମ୍ଭେ ମୋତେ ଚୁମ୍ବନ କଲ ନାହିଁ? କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ଏ ମୋହର ପାଦ ଚୁମ୍ବନ କରିବାକୁ ବନ୍ଦ କରି ନାହିଁ।

46ତୁମ୍ଭେ ମୋହର ମସ୍ତକରେ ତୈଳ ଲଗାଇଲ ନାହିଁ? କିନ୍ତୁ ଏ ମୋହର ପାଦରେ ସୁଗନ୍ଧି ତୈଳ ଲଗାଇଲା।

47ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ।”

48ଆଉ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ପାପସବୁ କ୍ଷମା ହୋଇଅଛି।”

49ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.