48ଆଉ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ପାପସବୁ କ୍ଷମା ହୋଇଅଛି।”
49ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ?
50କିନ୍ତୁ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ବିଶ୍ୱାସ ତୋତେ ରକ୍ଷା କରିଅଛି; ଶାନ୍ତିରେ ଚାଲିଯାଅ।”
କିନ୍ତୁ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ବିଶ୍ୱାସ ତୋତେ ରକ୍ଷା କରିଅଛି; ଶାନ୍ତିରେ ଚାଲିଯାଅ।”
Luke 7:50 (UKJV) And he said to the woman, Your faith has saved you; go in peace.
48ଆଉ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ପାପସବୁ କ୍ଷମା ହୋଇଅଛି।”
49ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ?
50କିନ୍ତୁ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ବିଶ୍ୱାସ ତୋତେ ରକ୍ଷା କରିଅଛି; ଶାନ୍ତିରେ ଚାଲିଯାଅ।”
Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.