ମଲାଖି 4

ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।”

Malachi 4:6 (UKJV) And he shall turn the heart of the fathers to the children, and the heart of the children to their fathers, lest I come and strike the earth with a curse.

4ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର।

5ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା।

6ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.