ମାର୍କ 10

ଯୀଶୁ ତାହାକୁ ଉତ୍ତର ଦେଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ।

Mark 10:51 (UKJV) And Jesus answered and said unto him, What will you that I should do unto you? The blind man said unto him, Lord, that I might receive my sight.

49ସେଥିରେ ଯୀଶୁ ଠିଆ ହୋଇ କହିଲେ, “ତାହାକୁ ଡାକ।” ସେମାନେ ସେହି ଅନ୍ଧ ଲୋକଟିକୁ ଡାକି କହିଲେ, ସାହସ ଧର, ଉଠ, ସେ ତୁମକୁ ଡାକୁଅଛନ୍ତି।

50ତହିଁରେ ସେ ଆପଣା ଚାଦର ଫୋପାଡ଼ିଦେଇ ଉଠି ଯୀଶୁଙ୍କ ନିକଟକୁ ଆସିଲା।

51ଯୀଶୁ ତାହାକୁ ଉତ୍ତର ଦେଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ।

52ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।” ତତ୍‌କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.