ମାର୍କ 13

ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ‘ଜାଗ୍ରତ ଥାଅ।’”

Mark 13:37 (UKJV) And what I say unto you I say unto all, Watch.

35ଅତଏବ, କାଳେ ଗୃହକର୍ତ୍ତା ହଠାତ୍‍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି,

36ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ।

37ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ‘ଜାଗ୍ରତ ଥାଅ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.