ମାର୍କ 9

ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ? ତୁମ୍ଭେମାନେ ଆପଣାଠାରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ।

Mark 9:50 (UKJV) Salt is good: but if the salt have lost his saltiness, wherewith will all of you season it? Have salt in yourselves, and have peace one with another.

48କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।

49ଯେଣୁ ପ୍ରତ୍ୟେକ ଜଣ ଅଗ୍ନିରେ ଲବଣାକ୍ତ ହେବ।

50ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ? ତୁମ୍ଭେମାନେ ଆପଣାଠାରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.