9ଉଜୀୟ ଯୋଥମଙ୍କୁ ଜନ୍ମ ଦେଲେ, ଯୋଥମ ଆହସ୍ଙ୍କୁ ଜନ୍ମ ଦେଲେ, ଆହସ୍ ହିଜକୀୟଙ୍କୁ ଜନ୍ମ ଦେଲେ,
10ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ, ମନଃଶି ଆମୋନଙ୍କୁ ଜନ୍ମ ଦେଲେ, ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ,
11ବାବିଲକୁ ନିର୍ବାସିତ ହେବା ସମୟରେ ଯୋଶୀୟ ଯିକନୀୟ ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ।
12ବାବିଲକୁ ନିର୍ବାସିତ ହେବା ପରେ ଯିକନୀୟ ଶଲ୍ଟୀୟେଲଙ୍କୁ ଜନ୍ମ ଦେଲେ, ଶଲ୍ଟୀୟେଲ୍ ଜିରୁବାବିଲଙ୍କୁ ଜନ୍ମ ଦେଲେ,
13ଜିରୁବାବିଲ ଅବୀହୁଦଙ୍କୁ ଜନ୍ମ ଦେଲେ, ଅବୀହୁଦ ଏଲୀୟାକିମଙ୍କୁ ଜନ୍ମ ଦେଲେ, ଏଲୀୟାକିମ ଆସୋରଙ୍କୁ ଜନ୍ମ ଦେଲ,